ରୋହିତ ପୂଜାରୀ
ଓଡ଼ିଆ ରାଜନୀତିଜ୍ଞ
(Rohit Pujariରୁ ଲେଉଟି ଆସିଛି)
ରୋହିତ ପୂଜାରୀ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଏବଂ ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରେଢ଼ାଖୋଲ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ରୋହିତ ପୂଜାରୀ | |
---|---|
ବିଧାୟକ: ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୪ – ଏବେଯାଏଁ | |
ପୂର୍ବ ଅଧିକାରୀ | ପ୍ରସନ୍ନ ଆଚାର୍ଯ୍ୟ |
ନିର୍ବାଚନ ମଣ୍ଡଳୀ | ରେଢ଼ାଖୋଲ |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ବୃତ୍ତି | ରାଜନୀତିଜ୍ଞ |
ରାଜନୈତିକ ଜୀବନ
ସମ୍ପାଦନାରୋହିତ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧] ସେ ୨୦୧୪ ମସିହାରୁ ଏବେଯେଁ ଓଡ଼ିଶା ରାଜ୍ୟ ସରକାରଙ୍କର ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି । ବର୍ତ୍ତମାନ ସେ ଓଡ଼ିଶା ବିଧାନ ସଭାରେ ସରକାରୀ ଦଳର ଉପମୁଖ୍ୟ ସଚେତକ ଭାବରେ କାର୍ଯ୍ୟ କରୁଛନ୍ତି ।[୨][୩]
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Rohit Pujari". odishaassembly.nic.in. Odisha Assembly. Retrieved 5 September 2020.
- ↑ "ରୋହିତ ହେଲେ ବିଜେଡିର ଉପମୁଖ୍ୟ ସଚେତକ". ଧରିତ୍ରୀ. 23 September 2020. Retrieved 5 September 2020.
- ↑ "ଓଡ଼ିଶା ବିଧାନ ସଭାର ସରକାରୀ ଦଳର ଉପମୁଖ୍ୟ ସଚେତକ ହେଲେ ରୋହିତ ପୂଜାରୀ | Sambad". ସମ୍ବାଦ. sambad.in. 23 September 2019. Retrieved 5 September 2020.
ବାହାର ଆଧାର
ସମ୍ପାଦନା- ଉଇକିମିଡ଼ିଆ କମନ୍ସରେ Rohit Pujari-ସମ୍ପର୍କିତ ମିଡ଼ିଆ